5T ସଚିବଙ୍କୁ ପ୍ରଦୀପ ନୂଆ କଳାପାହାଡ଼ ସହ ତୁଳନା କରିଛନ୍ତି। ସେ କହିଛନ୍ତି ଯେ, ‘କଳାପାହାଡ଼ମାନେ ଗଣତନ୍ତ୍ରକୁ କବଳିତ କରିବାର ଚେଷ୍ଟାକୁ ମୁଁ ନିନ୍ଦା କରୁଛି। ତାଙ୍କ କାର୍ଯ୍ୟକଳାପ ଯୋଗୁ ଶାସନ ବ୍ୟବସ୍ଥା ସ୍ଥାଣୁ ପାଲଟିଗଲାଣି ।
Published By: Satyendu Shekher Mishra
Last updated: 26 August 2023, 02:48 PM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।