Incomplete Drinking Water Project
ପାନୀୟ ଜଳ ମେଗା ପ୍ରୋଜେକ୍ଟରେ ମେଗା ସ୍କାମ୍ । ମଲାଇ ଖାଇ ଠିକାଦାର ଛୁ' । ପଦାରେ ପଡ଼ିଲା ବିଜେଡି ସରକାରର ଦୁର୍ନୀତି । ପାନୀୟ ଜଳ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଆଜି ବିଧାନସଭାରେ ମନ୍ତ୍ରୀ ରବି ନାଏକ କହିବା ପରେ ତାଙ୍କୁ ସମର୍ଥନ କରି ଛୁଙ୍କ ମାରିଛନ୍ତି ବରିଷ୍ଠ ବିଜେଡି ବିଧାୟକ ବଦ୍ରି ପାତ୍ର ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)