ଭୁବନେଶ୍ୱର : ମୁଁ ଜଣେ ମହିଳା ସାଂସଦ, ମୁଁ ସୁରକ୍ଷିତ ନୁହେଁ । ରାଜଧାନରୀ ରାସ୍ତାରେ ଆକ୍ରମଣ ପରେ ନିଜକୁ ଅସୁରକ୍ଷିତ ମଣିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଜଣେ ମହିଳା ସାଂସଦ ଭାବେ ସୁରକ୍ଷିତ ନୁହଁନ୍ତି ବୋଲି କହିଛନ୍ତି । ଏହାସହ ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ସେ ଦାବି କରିଛନ୍ତି । ସମସ୍ତ ଘଟଣା ପାଇଁ ଘରର ମୁରବୀ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାୟୀ କରିଛନ୍ତି ।
Published: Pallipuspa Samal
Last updated: 26 November 2021, 12:54 PM IST
ଗୋଟିଏ ପଟେ ସୁବର୍ଣ୍ଣପୁରରେ ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ମାଡ଼ ମାରିଥିବା ଅଭିଯୋଗ ହୋଇଥିବା ବେଳେ ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ ପୂର୍ବରୁ ବିରୋଧୀ ଦଳ କର୍ମୀଙ୍କୁ ପୋଲିସ୍ ଉଠାଇ ନେଇଛି।