Bhubaneswar MP rained down on Naveen after the attack
Advertisment
ଭୁବନେଶ୍ୱର : ମୁଁ ଜଣେ ମହିଳା ସାଂସଦ, ମୁଁ ସୁରକ୍ଷିତ ନୁହେଁ । ରାଜଧାନରୀ ରାସ୍ତାରେ ଆକ୍ରମଣ ପରେ ନିଜକୁ ଅସୁରକ୍ଷିତ ମଣିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଜଣେ ମହିଳା ସାଂସଦ ଭାବେ ସୁରକ୍ଷିତ ନୁହଁନ୍ତି ବୋଲି କହିଛନ୍ତି । ଏହାସହ ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ସେ ଦାବି କରିଛନ୍ତି । ସମସ୍ତ ଘଟଣା ପାଇଁ ଘରର ମୁରବୀ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାୟୀ କରିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us