• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

ଆଜିର ଦିନରେ ରାଷ୍ଟ୍ରର ମୁଖ୍ୟ ଭାବେ ଅବସ୍ଥାପିତ ହୋଇ ଗୌରବ ପାଲଟିଛନ୍ତି ଓଡ଼ିଆ ଝିଅ । ଏପଟେ କିନ୍ତୁ ରାଜ୍ୟରେ ଆଜି ବି ଲୋପ ପାଇନି ମହିଳା ବିରୋଧୀ କୁତ୍ସିତ ପ୍ରଥା । ବସ୍ ଯାତ୍ରା ଆରମ୍ଭ ବେଳେ ପ୍ରଥମ ଯାତ୍ରୀ ଭାବେ ମହିଳାଙ୍କୁ ବସ୍ ଭିତରକୁ ପ୍ରବେଶ ଅନୁମତି ପାଇଁ ଏବେ ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ।

Why Ladies Not First In Bus !