• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

ନିଜର ତାରିଖ ପଡିଲେ ନ୍ୟାୟ ପାଇଁ ସମ୍ବଲପୁର କୋର୍ଟକୁ ଦୌଡ଼ି ଦୌଡ଼ି ନିରାଶ ହେବା ପରେ ଆଉ କେତେ ବା ଧୈର୍ଯ୍ୟ ରୁହନ୍ତା । ସହିବାର ସୀମା ଡେଇଁଗଲା ପରେ ଆଉ ବା କି ପ୍ରତିକ୍ରିୟା ରୁହନ୍ତା ମହକିଲ ମାନଙ୍କର । ଏକଦା ସକାଳ ୯ଟା ହେଲେ ଓକିଲ ମହକିଲଙ୍କ ଗହଳିରେ ଫାଟିପଡୁଥିବା ସମ୍ବଲପୁର କୋର୍ଟ ଆଜିକୁ ପ୍ରାୟ ୨ ସପ୍ତାହ ହେଲା ଗୁମ୍‌ସୁମ୍ । ନ୍ୟାୟିକ ସେବା ପାଇଁ ନିଜ ନିଜ ଓକିଲଙ୍କୁ ଖୋଜୁଥିବା ମହକିଲଙ୍କୁ ଖାଲି ହାତରେ ନିରାଶ ହୋଇ ଫେରିବାକୁ ପଡୁଛି ।

Sambalpur Court