BJD expels two MLAs including Soumya Ranjan Patnaik
ଫାଇଭ୍-ଟି ସଚିବ ଓ ନବୀନଙ୍କୁ ଟାର୍ଗେଟ କରିବା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି । ପ୍ରଥମେ ଦଳର ଉପସଭାପତି ପଦରୁ ହଟାଇବା ପରେ ଏବେ ଦଳରୁ ବିଦା କରାଯାଇଛି । ଏନେଇ ଘୋଷଣା କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ରେମୁଣା ବିଧାୟକ ସୁଧାଂଶୁ ପରିଡ଼ାଙ୍କୁ ମଧ୍ୟ ବିଜେଡିରୁ ବିଦା କରାଯାଇଛି । ଜନ ବିରୋଧୀ କାର୍ଯ୍ୟକଳାପ ନେଇ ଉଭୟ ବିଧାୟକଙ୍କୁ ବହିଷ୍କାର କରାଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)