Advertisment

ଦୁଇ ବିଧାୟକଙ୍କୁ ବିଜେଡିରୁ ବହିଷ୍କାର

ଫାଇଭ୍-ଟି ସଚିବ ଓ ନବୀନଙ୍କୁ ଟାର୍ଗେଟ କରିବା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି । ପ୍ରଥମେ ଦଳର ଉପସଭାପତି ପଦରୁ ହଟାଇବା ପରେ ଏବେ ଦଳରୁ ବିଦା କରାଯାଇଛି । ଏନେଇ ଘୋଷଣା କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Advertisment

ଫାଇଭ୍-ଟି ସଚିବ ଓ ନବୀନଙ୍କୁ ଟାର୍ଗେଟ କରିବା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି । ପ୍ରଥମେ ଦଳର ଉପସଭାପତି ପଦରୁ ହଟାଇବା ପରେ ଏବେ ଦଳରୁ ବିଦା କରାଯାଇଛି । ଏନେଇ ଘୋଷଣା କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ରେମୁଣା ବିଧାୟକ ସୁଧାଂଶୁ ପରିଡ଼ାଙ୍କୁ ମଧ୍ୟ ବିଜେଡିରୁ ବିଦା କରାଯାଇଛି । ଜନ ବିରୋଧୀ କାର୍ଯ୍ୟକଳାପ ନେଇ ଉଭୟ ବିଧାୟକଙ୍କୁ ବହିଷ୍କାର କରାଯାଇଛି। 

Advertisment
BJD
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ