BJD gears up for celebrations in Puri for upcoming foundation day
Advertisment
ଜେଡିକୁ କାଲି ୨୫ ପୂରି ୨୬ ଚାଲିବ। ସିଲିଭର୍ ଜୁବଲି୍ ସମାରୋହ ପାଇଁ ପୁରୀରେ ବ୍ୟାପକ ଆୟୋଜନ। ତେବେ ରାଜ୍ୟରେ ୨୩ ବର୍ଷ ଧରି କ୍ଷମତାରେ ରହିବା ପରେ ଦଳ ପାଇଁ ଆଗକୁ ରହିଛି ଅନେକ ଚ୍ୟାଲେଂଜ। ୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ପାଇଁ ସବୁଠାରୁ ବଡ଼ ଚିନ୍ତାର କାରଣ ହୋଇଛି ଗୋଷ୍ଠୀ କନ୍ଦଳ। ଯାହା ଏବେ ଜଳ ଜଳ ହୋଇ ଦେଖାଯାଉଛି। ନିକଟରେ ଶେଷ ହୋଇଥିବା ଧାମନଗର ଉପନିର୍ବାଚନରେ ଗୋଷ୍ଠୀକନ୍ଦଳ ଯୋଗୁ ରାଜେନ୍ଦ୍ର ଦାସଙ୍କୁ ଟିକଟ ମିଳିଲା ନାହିଁ। ଆଉ ସେ ବିଦ୍ରୋହ କରି ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବା ଦଳକୁ ବେଶ୍ ମହଙ୍ଗା ପଡିଲା
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us