ଝାରସୁଗୁଡ଼ାରେ ବିଜେଡିର ବଡ଼ ବିଜୟ । ନବଙ୍କ ଗଡ଼ରେ ପୁଣି ଶଙ୍ଖନାଦ । ଉତ୍ସବମୁଖର ବିଜେଡି କ୍ୟାଂପ୍ । ଖୁସିରେ ଝୁମୁଛନ୍ତି ନେତା ଓ କର୍ମୀ । ଭୋଟ୍ ଗଣତିର ପ୍ରଥମ ରାଉଣ୍ଡରୁ ହିଁ ବିଜେଡିକୁ ମିଳିସାରିଥିଲା ବୃହତ ବିଜୟର ବାସ୍ନା ।