ରାଜ୍ୟର ୨୦ ଲକ୍ଷ ନୂଆ ଭୋଟରଙ୍କ ଉପରେ ବିଜେଡିର ନଜର। ରାଜ୍ୟ ସାରା ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟରେ ଦଳ ହେଲ୍ପ ଡେସ୍କ ଖୋଲି ଛାତ୍ରଛାତ୍ରୀଙ୍କୁ ସହାୟତା ଯୋଗାଉଛି । ତେବେ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରି ହେଲ୍ପ ଡେସ୍କ ରାଜନୀତି କରୁଥିବା ବିଜେଡିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଛାତ୍ର ସଂଗଠନ।
Published By: Satyendu Shekher Mishra
Last updated: 19 July 2023, 09:20 PM IST
ସେମାନଙ୍କ ଦେଶର ବଜେଟଠୁ କିଟ୍ ବଜେଟ ଅଧିକ କହିବା ନିନ୍ଦନୀୟ। ଓଡିଶା ସରକାର ଦେଖାଇଦେବା ଦରକାର ଯେ, ଦେଶ ଉପରେ କଥା ଆସିଲେ କାହାକୁ ଛଡା ଯିବା ଉଚିତ ନୁହେଁ। ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କିଟ୍ ବିରୋଧରେ ନେବା ଦରକାର। ନଚେତ ବିଦେଶୀ ଛାତ୍ରଛାତ୍ରୀ ଓଡ଼ିଶା ଆସି ପଢିବା ପାଇଁ ଭୟ କରିବେ ବୋଲି ପୂର୍ବତନ ମୁଖ୍ୟ ଶାସନସଚିବ ଚେତାଇ ଦେଇଛନ୍ତି।