Mamata Mahant
ନିର୍ବାଚନ ପରେ ବିଜୁ ଜନତା ଦଳକୁ ବଡ଼ ଧକ୍କା । ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ । ରାଜ୍ୟସଭା ସାଂସଦ ପଦ ସହ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ସେ ଇସ୍ତଫା ଦେଇଛନ୍ତି । ଏ ନେଇ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ନିଜେ ସୂଚନା ଦେଇଛନ୍ତି ମମତା ମହାନ୍ତ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)