ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ବିଜେଡିର ଚିନ୍ତା ବଢୁଛି...ନେତାଙ୍କୁ ଥଇଥାନ ହେଉଥିଲେ ବି ଅସନ୍ତୁଷ୍ଟଙ୍କ ସଂଖ୍ୟା ବହୁ ଅଧିକ
Published: Chandan Shishu
Last updated: 10 October 2022, 11:16 PM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।