BJD
ଭାଷଣ ଛଳରେ ପାଣ୍ଡିଆନଙ୍କୁ ତାଚ୍ଛଲ୍ୟ କଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ନବୀନ ହସ୍ପିଟାଲରେ ଚିକିତ୍ସାଧିନ ଥିବା ବେଳେ ପାଣ୍ଡିଆନ କୁଆଡ଼େ କହିଥିଲେ 'ଆଇ ଆମ ଡାଉନ୍ ବଟ୍ ନଟ ଆଉଟ୍' । ଏହି ଉକ୍ତିକୁ ନେଇ ରଣେନ୍ଦ୍ର ସିଧା ପାଣ୍ଡିଆନଙ୍କ ନାଁ ନନେଇ ଅନ୍ୟ ଜଣଙ୍କ ନାଁ ନେଇ ତାଚ୍ଛଲ୍ୟ କରିବା ସହ ସ୍ମିତ ହାସ୍ୟ ଦେଇଥିଲେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)