ଅନାସ୍ଥା ପ୍ରସ୍ତାବକୁ ବିରୋଧ ଓ ଦିଲ୍ଲୀ ବିଲରେ ମୋଦି ସରକାରଙ୍କୁ ବିଜେଡିର ଖୋଲା ସମର୍ଥନ । ଆଲୋଚନା ବେଳେ ଉପସ୍ଥିତ ରହିବାକୁ ସାଂସଦଙ୍କୁ ହ୍ୱିପ୍ ପରେ ତେଜିଲା ରାଜ୍ୟ ରାଜନୀତି । ନବୀନ ଏନଡିଏ ଆଡ଼କୁ ଢଳୁଥିବା ଚର୍ଚ୍ଚା, ତଥାଗତ ମାରିଲେ ତେରଛା ବାଣ ।
Published By: Satyendu Shekher Mishra
Last updated: 01 August 2023, 09:21 PM IST
କେଉଁ ସରକାର ତାଙ୍କୁ ପ୍ରୋତ୍ସାହନ ଦେଉଥିଲେ। ରାତାରାତି ଜମି କର୍ନ୍ଭସନ କେମିତି କରୁଥିଲେ? ଦୁର୍ନୀତିରେ ପାହାଡ଼ ଉପରେ ଛିଡ଼ା ହୋଇଥିବା ବ୍ୟକ୍ତି କେମିତି ରାଜ୍ୟସଭାକୁ ଗଲେ?