ଆବାସ ବଣ୍ଟାଗଲେ କାଳେ ବିଜେପି ମାଇଲେଜ୍ ନେଇଯିବ ଓ ଯୋଜନାରୁ ବଂଚିତ ହେଉଥିବା ଲୋକଙ୍କ ଭିତରେ ଅସନ୍ତୋଷ ବଢିବ, ସେହି ଆଶଙ୍କାରେ ରାଜ୍ୟ ସରକାର ମୋ ଘର ଯୋଜନା ଆରମ୍ଭ କରିଥିବା କୁହାଯାଉଛି। ତେଣୁ ଏବେ ପିଏମ୍ ଆବାସ ବନାମ୍ ମୋ ଘର ନେଇ ଚାଲିଛି ପ୍ରତିଯୋଗିତା।
Published By: Sarbeswar
Last updated: 26 June 2023, 10:12 PM IST
ଚିର ଶତ୍ରୁ ହେଲେ କଣ ହେଲା ? ଏମାନଙ୍କ ଭିତରେ ବି ସୃଷ୍ଟି ହୋଇପାରେ ବନ୍ଧୁତା