Advertisment

ଭୋଟ୍ ବ୍ୟାଙ୍କ ବଢାଇବାକୁ ବିଜେପିର ନୂଆ ତରିକା, ଫୋକସରେ ଗ୍ରାମାଞ୍ଚଳ

୨୪ ବର୍ଷ ପରେ ସତ୍ତା ପରିବର୍ତ୍ତନ ହୋଇଥିବାରୁ ଏବେ ସରପଞ୍ଚ ଓ ସମିତିସଭ୍ୟ କ୍ଷମତାରେ ଥିବା ବିଜେପି ଆଡକୁ ସ୍ୱତଃପ୍ରବୃତ୍ତ ଭାବେ ଦଳରେ ସାମିଲ ହେଉଛନ୍ତି ।

Advertisment

ଭୋଟ୍ ବ୍ୟାଙ୍କ ବଢାଇବାକୁ ବିଜେପିର ନୂଆ ତରିକା, ଫୋକସରେ ଗ୍ରାମାଞ୍ଚଳ । ଯେହେତୁ ବିଜେଡିର ନଜର ସହରାଞ୍ଚଳ ଉପରେ ରହିଛି, ତେଣୁ ଶାସକ ଦଳ ଆପଣାଇଛି ନୂଆ ଫଣ୍ଡା । ଗ୍ରାମାଞ୍ଚଳରେ ନିଜ ସ୍ଥିତି ଅଧିକ ମଜବୁତ୍ କରିବାକୁ ବିଜେପି ଏବେ ସରପଞ୍ଚ ଓ  ସମିତିସଭ୍ୟଙ୍କୁ ହାତେଇବା ଆରମ୍ଭ କରିଛି । ଅନ୍ୟପଟେ ୨୪ ବର୍ଷ ପରେ ସତ୍ତା ପରିବର୍ତ୍ତନ ହୋଇଥିବାରୁ ଏବେ ସରପଞ୍ଚ ଓ ସମିତିସଭ୍ୟ କ୍ଷମତାରେ ଥିବା ବିଜେପି ଆଡକୁ ସ୍ୱତଃପ୍ରବୃତ୍ତ ଭାବେ ଦଳରେ ସାମିଲ ହେଉଛନ୍ତି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ