BJP, BJD, and Congress in Odisha Struggle to Form State Committees Amid Leadership Vacuums
କିଏ ମଙ୍ଗୁଆଳ ଖୋଜୁଛି ତ ଆଉ କାହାର ଛାମୁଆ ସଂଗଠନ ହୋଇପାରୁନି। ବିଜେପି, ବିଜେଡି ଓ କଂଗ୍ରେସର ରାଜ୍ୟରେ ଏବେ ଏଭଳି ସ୍ଥିତି। ସବୁଠାରୁ ଚର୍ଚ୍ଚାରେ ବିଜୁ ଜନତା ଦଳ। ଏପ୍ରିଲ ୩୦ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ବିଜେଡି, ନିର୍ବାଚନ କମିଶନଙ୍କ ଠାରୁ ସମୟରେ ମାଗିଥିଲା। କିନ୍ତୁ ଡେଡ୍ ଲାଇନ୍ ସରିଥିଲେ ବି ରାଜ୍ୟ କାର୍ଯ୍ୟକାରିଣୀ ଘୋଷଣା ହୋଇପାରୁ ନାହିଁ। ଯେଉଥିପାଇଁ ଗୋଷ୍ଠୀ କନ୍ଦଳ ଆହୁରି ତେଜୁଛି। ଓଡ଼ିଶା କଂଗ୍ରେସରେ ବି କମିଟି ଅଙ୍କ ଛିଡି ପାରୁନଥିବା ବେଳେ ରାଜ୍ୟ ବିଜେପିର ନୂଆ ସଭାପତି ମଧ୍ୟ ଏଯାଏଁ ଚୟନ ହୋଇପାରିନି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us