୨୪' ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜ୍ୟର ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ବୁଥ୍ ସ୍ତରର ଭୋଟର୍ଙ୍କ ପାଖେ ପହଞ୍ଚିବାକୁ ସେତିକି ଫୋକସ୍ କରୁଛନ୍ତି। ବିଜେପି ପକ୍ଷରୁ ବୁଥ୍ ସଶକ୍ତିକରଣ କର୍ମଶାଳାରେ ଆଜି କାର୍ଯ୍ୟକର୍ତ୍ତାଙ୍କୁ ଗୁଢ଼ ମନ୍ତ୍ର ଦେଇଛନ୍ତି ନିଜେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ। ମାର୍ଚ୍ଚ ସୁଦ୍ଧା ଉଭୟ ବୁଥ୍ ଏବଂ ଶକ୍ତିକେନ୍ଦ୍ରରେ କମିଟି ଗଠନ କରି ଦଳ କାର୍ଯ୍ୟାରମ୍ଭ କରିବାକୁ ଯୋଜନା ରଖିଛି।
Published: Tanmay Kumar Mahalik
Last updated: 26 February 2023, 09:32 PM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।