Advertisment

ପାଖେଇ ଆସୁଛି ସାଧାରଣ ନିର୍ବାଚନ; ଭୋଟରଙ୍କ ନିକଟତର ହେବାକୁ ୩ ପ୍ରମୁଖ ଦଳଙ୍କ ଫୋକସ୍

୨୪ ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜ୍ୟର ତିନି ପ୍ରମୁଖ ଦଳ ବୁଥ୍ ସ୍ତରର ଭୋଟର୍‌ଙ୍କ ପାଖେ ପହଞ୍ଚିବାକୁ ସେତିକି ଫୋକସ୍ କରୁଛନ୍ତି। ବିଜେପି ପକ୍ଷରୁ କାର୍ଯ୍ୟକର୍ତ୍ତାଙ୍କୁ ଗୁଢ଼ ମନ୍ତ୍ର ଦେଇଛନ୍ତି ନିଜେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ।

author-image
Tanmay Kumar Mahalik

୨୪' ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜ୍ୟର ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ବୁଥ୍ ସ୍ତରର ଭୋଟର୍‌ଙ୍କ ପାଖେ ପହଞ୍ଚିବାକୁ ସେତିକି ଫୋକସ୍ କରୁଛନ୍ତି। ବିଜେପି ପକ୍ଷରୁ ବୁଥ୍ ସଶକ୍ତିକରଣ କର୍ମଶାଳାରେ ଆଜି କାର୍ଯ୍ୟକର୍ତ୍ତାଙ୍କୁ ଗୁଢ଼ ମନ୍ତ୍ର ଦେଇଛନ୍ତି ନିଜେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ। ମାର୍ଚ୍ଚ ସୁଦ୍ଧା ଉଭୟ ବୁଥ୍‌ ଏବଂ ଶକ୍ତିକେନ୍ଦ୍ରରେ କମିଟି ଗଠନ କରି ଦଳ କାର୍ଯ୍ୟାରମ୍ଭ କରିବାକୁ ଯୋଜନା ରଖିଛି। 

Advertisment
BJP General Elections 2024
Advertisment
Advertisment