BJD
ରାଜ୍ୟରେ ଚାଲିଛି ଛାୟା ସରକାର । ତୁମୁଡିବନ୍ଧ ଓ ବାଣପୁର ସଭାରେ ବିଜେପି ରାଷ୍ଟ୍ରୀୟ ଅଧକ୍ଷ ଜେ.ପି ନଡ୍ଡାଙ୍କଠୁ ନେଇ ଦଳର ବରିଷ୍ଠ ନେତାମାନେ ଏଭଳି ଅଭିଯୋଗ କରି ବିଜେଡି ସରକାରକୁ ଟାର୍ଗେଟ୍ କରିବା ପରେ ତେଜିଛି ରାଜନୀତି । ଏଭଳି ଅଭିଯୋଗକୁ ଖଣ୍ଡନ କରିଛି ବିଜେଡି । ଅପରପକ୍ଷେ ୨୪ ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତିର ବିଗୁଲ୍ ଫୁଙ୍କି ଦଳରେ ପୁରୁଖା ନେତାଙ୍କୁ ଗୁରୁତ୍ୱ ଦେଇ ଏକାଠି ହୋଇ ଲଢ଼ିବା ଉପରେ ଜୋର୍ ଦେଇଛନ୍ତି । ବିଜେପିର ଏବେ ଟାର୍ଗେଟ- ଅଧିକରୁ ଅଧିକ ଏମ୍ପି ସିଟ୍ ସହ ବିଧାନସଭା ସିଟ୍ ଜିତି ସରକାର ଗଢ଼ିବା
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)