Advertisment

କୋଟି କୋଟିର ଅର୍ଥ ଖର୍ଚ୍ଚ, ରାସ୍ତାରେ ଗଡୁନି ଲକ୍ଷ୍ମୀବସ୍

କୋଟି କୋଟି ଟଙ୍କାର ଦାମୀ କମ୍ପାନୀ ବସ୍ କିଣାଯିବାର ମାସ କେଇଟା ଭିତରେ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷ୍ମୀ ବସ୍‌ର ସ୍ଥାୟିତ୍ୱକୁ ନେଇ ଉଠିଲାଣି ପ୍ରଶ୍ନ। ରାୟଗଡ଼ା, ନବରଙ୍ଗପୁର, ଜୟପୁର ଆଦି ଅନେକ ସହରରେ ଲକ୍ଷ୍ମୀ ବସ୍ ଯୋଜନାରେ ବହୁ ବସ୍ କିଣାଯାଇ, ସେବାରେ ନଲାଗି ପଡ଼ିରହିଥିବାରୁ ଏ ଯୋଜନାକୁ ନେଇ ସାଧାରଣରେ ସମାଲୋଚନା ବି ବଢି ଚାଲିଛି।

author-image
Manoranjan Behera

କୋଟି କୋଟି ଟଙ୍କାର ଦାମୀ କମ୍ପାନୀ ବସ୍ କିଣାଯିବାର ମାସ କେଇଟା ଭିତରେ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷ୍ମୀ ବସ୍‌ର ସ୍ଥାୟିତ୍ୱକୁ ନେଇ ଉଠିଲାଣି ପ୍ରଶ୍ନ। ରାୟଗଡ଼ା, ନବରଙ୍ଗପୁର, ଜୟପୁର ଆଦି ଅନେକ ସହରରେ ଲକ୍ଷ୍ମୀ ବସ୍ ଯୋଜନାରେ ବହୁ ବସ୍ କିଣାଯାଇ, ସେବାରେ ନଲାଗି ପଡ଼ିରହିଥିବାରୁ ଏ ଯୋଜନାକୁ ନେଇ ସାଧାରଣରେ ସମାଲୋଚନା ବି ବଢି ଚାଲିଛି।

Advertisment
Odisha Politics
Advertisment
Advertisment