LAccMI Bus
Advertisment
କୋଟି କୋଟି ଟଙ୍କାର ଦାମୀ କମ୍ପାନୀ ବସ୍ କିଣାଯିବାର ମାସ କେଇଟା ଭିତରେ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷ୍ମୀ ବସ୍ର ସ୍ଥାୟିତ୍ୱକୁ ନେଇ ଉଠିଲାଣି ପ୍ରଶ୍ନ। ରାୟଗଡ଼ା, ନବରଙ୍ଗପୁର, ଜୟପୁର ଆଦି ଅନେକ ସହରରେ ଲକ୍ଷ୍ମୀ ବସ୍ ଯୋଜନାରେ ବହୁ ବସ୍ କିଣାଯାଇ, ସେବାରେ ନଲାଗି ପଡ଼ିରହିଥିବାରୁ ଏ ଯୋଜନାକୁ ନେଇ ସାଧାରଣରେ ସମାଲୋଚନା ବି ବଢି ଚାଲିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us