Advertisment

ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ୍

ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ୍। ଆସନ୍ତା ନଭେମ୍ବର ୩ରେ ଭୋଟ୍, ୬ରେ ହେବ ଧାମନଗର ଉପନିର୍ବାଚନ । ଏନେଇ ନିର୍ବାଚନ କମିଶନଙ୍କ ତରଫରୁ ଘୋଷଣା ହୋଇଛି ତାରିଖ । ତେବେ ଅକ୍ଟୋବର ୭ରେ ଏଥିପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି ।

ଅଦ୍ୟତନ ହୋଇଛି

Dhamnagar By-poll
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ