misbehaving with executive officer
ସର୍ବସମ୍ମୁଖରେ ସରକାରୀ ଅଧିକାରୀଙ୍କ ଉପରକୁ ଫାଇଲ୍ ଫୋପାଡ଼ୁଛନ୍ତି ଜଣେ ଜନ ପ୍ରତିନିଧି । ବ୍ୟାସନଗର ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଉତଙ୍କ ଉପରକୁ ଫାଇଲ୍ ଫୋପାଡ଼ୁଛନ୍ତି ବ୍ୟାସନଗରର ବିଜେଡି ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ବ୍ୟାସନଗର ୮ ନମ୍ବର ଓ୍ୱାର୍ଡରେ ରହୁଥିବା ଜଣେ ବ୍ୟକ୍ତିଙ୍କ ନିଜସ୍ୱ ଜାଗାରେ ମୋବାଇଲ୍ ଟାଓ୍ୱାର୍ ବସାଇବା ପାଇଁ ଏନ୍ଓସି ଦେବାକୁ ନେଇ, ଉତକ୍ଷିପ୍ତ ପୌରାଧ୍ୟକ୍ଷା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)