BJP
୨୪ରେ କ୍ଷମତା ଦଖଲ ଲାଗି ଫୁଲ୍ ଦମ୍ରେ ବିଜେପିର ପ୍ରସ୍ତୁତି ଆରମ୍ଭ
ବିଜେପି ଫୋକସରେ ଓଡ଼ିଶା । ୨୪ରେ କ୍ଷମତା ଦଖଲ ଲାଗି ଫୁଲ୍ ଦମ୍ରେ ପ୍ରସ୍ତୁତି ଆରମ୍ଭ କରିଛି ଦଳ । ଗୃହମନ୍ତ୍ରୀ ଅମିତ ଶାହାଙ୍କ ପରେ ଓଡ଼ିଶା ଆସି ସାଂଗଠନିକ ସ୍ଥିତି ପରଖି ଥିଲେ ପ୍ରଭାରୀ ସୁନିଲ୍ ବଂଶଲ । ଏହାର ଦୁଇ ଦିନ ପରେ ରାଜ୍ୟରେ ପହଞ୍ଚିଛନ୍ତି ଏକାବେଳକେ ୭ କେନ୍ଦ୍ରମନ୍ତ୍ରୀ ।
BJP
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)