Advertisment

ତେଜୁଛି ଛାତ୍ର ସଂସଦ ନିର୍ବାଚନ ଅସନ୍ତୋଷ; ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼

ଛାତ୍ର ସଂସଦ ନିର୍ବାଚନ ଦାବିରେ ନବୀନ ନିବାସ ମୁହାଁ ହୋଇଥିଲା ଛାତ୍ର ସଂଗଠନ ଅଲ ଓଡିଶା ଷ୍ଟୁଡେଣ୍ଟସ ଭଏସ୍ । କଳା ପତାକା ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇବାକୁ ଉଦ୍ୟମ ବେଳେ ରାସ୍ତାରୁ ଅଟକ କରିଥିଲା ପୋଲିସ ।

author-image
Tanmay Kumar Mahalik

ନବୀନ ନିବାସ ଘେରାଉ ଉଦ୍ୟମ । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ । ବାଣୀବିହାରରେ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଫଟୋ ଦାହ । ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦରେ ବଢ଼ୁଛି ଛାତ୍ର ଅସନ୍ତୋଷ । ଛାତ୍ର କଂଗ୍ରେସ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଖାରବେଳ ନଗରସ୍ଥିତ ସରକାରୀ ବାସଭବନ ଘେରାଉ କରାଯାଇଥିଲା ।

Advertisment
Students Protest
Advertisment
Advertisment