Advertisment

ନବୀନ ନିବାସରେ ପହଞ୍ଚି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ

ନବୀନଙ୍କୁ ଭେଟିଲେ ମୋହନ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନବୀନ ନିବାସରେ ପହଞ୍ଚି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ନିକଟରେ ଏକ ଘରୋଇ ହସ୍ପିଟାଲରୁ ଚିକିତ୍ସିତ ହୋଇ ଫେରିଥିଲେ ନବୀନ ।

author-image
Tapan Kumar Swain