Advertisment

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ବାଦ୍ ପଡ଼ିଥିବା ସୂଚନା ମିଳିଛି। ବାର୍ଷିକ ସମୀକ୍ଷାରେ ଖରାପ ପ୍ରଦର୍ଶନ ପାଇଁ ବାଦ୍ ପଡ଼ିଥିବା ସୂଚନା ମିଳିଛି। ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ ଦିଆୟାଇଛି। ରୋହିତ ପୂଜାରୀଙ୍କୁ ବାଦ୍ ପରେ ଅତନୁଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଅତନୁ ଏବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅଛନ୍ତି।

author-image
Sarbeswar

CM Naveen Patnaik
Advertisment
Advertisment