କେଉଁ ରୁଲରେ ସସ୍ପେଣ୍ଡ କଲେ
ବିଧାନସଭାରେ ହାତାହାତି ଘଟଣାକୁ ନେଇ କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ୭ ଦିନ ସସପେଣ୍ଡ କରାଯାଇଛି। ବାଚସ୍ପତି ସୁରମା ପାଢୀ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି। ଗତକାଲି ବିଧାନସଭାରେ ତାରା ବାଚସ୍ପତିଙ୍କ ପୋଡିୟମର ମାଇକ ଭାଙ୍ଗି ଦେଇଥିଲେ। ମଙ୍ଗଳବାର ମଧ୍ୟ ଗୃହରେ ହଙ୍ଗାମା ହୋଇଥିଲା। ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନକୁ ନେଇ ଗୃହ ଅଚଳ ହୋଇଥିଲା। ଏହା ସହିତ ଜୟନାରାୟଣ ଓ ତାରା ହାତାହାତି ମଧ୍ୟ ହୋଇଥିଲେ। ବିରୋଧୀ ଦଳ କଂଗ୍ରେସ ଓ ବିଜେଡି ହଙ୍ଗାମା କରିବାରୁ ଗୃହ ମୁଲତବୀ କରିଥିଲେ ବାଚସ୍ପତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)