Advertisment

ତାରା ବାହିନୀପତି ୭ ଦିନ ସସପେଣ୍ଡ

ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନକୁ ନେଇ ଗୃହ ଅଚଳ ହୋଇଥିଲା। ଏହା ସହିତ ଜୟନାରାୟଣ ଓ ତାରା ହାତାହାତି ମଧ୍ୟ ହୋଇଥିଲେ। ବିରୋଧୀ ଦଳ କଂଗ୍ରେସ ଓ ବିଜେଡି ହଙ୍ଗାମା କରିବାରୁ ଗୃହ ମୁଲତବୀ କରିଥିଲେ ବାଚସ୍ପତି।

Advertisment

ବିଧାନସଭାରେ ହାତାହାତି ଘଟଣାକୁ ନେଇ କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ୭ ଦିନ ସସପେଣ୍ଡ କରାଯାଇଛି। ବାଚସ୍ପତି ସୁରମା ପାଢୀ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି। ଗତକାଲି ବିଧାନସଭାରେ ତାରା ବାଚସ୍ପତିଙ୍କ ପୋଡିୟମର ମାଇକ ଭାଙ୍ଗି ଦେଇଥିଲେ। ମଙ୍ଗଳବାର ମଧ୍ୟ ଗୃହରେ ହଙ୍ଗାମା ହୋଇଥିଲା। ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନକୁ ନେଇ ଗୃହ ଅଚଳ ହୋଇଥିଲା। ଏହା ସହିତ ଜୟନାରାୟଣ ଓ ତାରା ହାତାହାତି ମଧ୍ୟ ହୋଇଥିଲେ। ବିରୋଧୀ ଦଳ କଂଗ୍ରେସ ଓ ବିଜେଡି ହଙ୍ଗାମା କରିବାରୁ ଗୃହ ମୁଲତବୀ କରିଥିଲେ ବାଚସ୍ପତି।

Advertisment
Congress Tara Prasad Bahinipati
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ