Advertisment

ମୁଖ୍ୟମନ୍ତ୍ରୀଙ୍କୁ କଂଗ୍ରେସର କଳାପତାକା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜିର ଅନୁଗୋଳ ଗସ୍ତ ପୂର୍ବରୁ କଂଗ୍ରେସ ପକ୍ଷରୁ କଳାପତାକା ପ୍ରତିବାଦ କରାଯାଇଛି.. ସିମିଳିପଡା ଛକରେ ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ନଗର କଂଗ୍ରେସ ପକ୍ଷରୁ ନାରାବାଜି ଓ ବିକ୍ଷୋଭ ପ୍ରଦର୍ଶନ ସହ ମମିତା ମେହେରଙ୍କୁ ନ୍ୟାୟ ସହ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ପାଇଁ ଦାବି କରିଛନ୍ତି..

Angul Visit Black Flag Congress Workers Naveen Patnaik CM
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ