Raja Chakra
ବିଜେଡି ନେତା ସୌମ୍ୟଶଙ୍କର ଓରଫ୍ ରାଜା ଚକ୍ର ଗିରଫ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ରାଜାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ EOW। ଆଜି ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି, ରାଜା ଚକ୍ରଙ୍କ ୪୨ଟି ବଡ଼ ଗାଡ଼ି ଜବତ କରାଯାଇଛି। କେନ୍ଦୁଝରରେ ଥିବା ୨ ପ୍ଲାଣ୍ଟ ସିଜ୍ କରାଯାଇଛି । ଆକାଉଣ୍ଟରେ ଥିବା ୨୫ ଲକ୍ଷ ଟଙ୍କା ଫ୍ରିଜ୍ କରାଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)