Advertisment

ଦେବାଶିଷଙ୍କ ବିସ୍ଫୋରଣ ବିଜେଡିରେ କମ୍ପନ

ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଭି.କେ ପାଣ୍ଡିଆନଙ୍କୁ ଟାର୍ଗେଟ କରି ବିସ୍ଫୋରକ ବୟାନ ଦେଇଛନ୍ତି ଦଳର ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ନେତାମାନଙ୍କୁ ଓ ରାଜ୍ୟବାସୀଙ୍କୁ ନଜଣାଇବା ପାଣ୍ଡିଆନଙ୍କ ବଡ଼ ଭୁଲ ଏବଂ ଦଳ ପାଇଁ କ୍ଷତି ବୋଲି ସେ କହିଛନ୍ତି। ଏକ ପ୍ରମୁଖ ଖବରକାଗଜକୁ ସାକ୍ଷାତକାର ଦେଇ ଏଭଳି ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି ଦେବାଶିଷ, ଯାହାକୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।

Odisha Politics Debasish Samantray VK Pandian
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ