Advertisment

ସରିଲା ଦିଲ୍ଲୀ ଭୋଟ୍.. ଇଭିଏମରେ ସିଲ୍ ହେଲା ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ

ସକାଳୁ ସକାଳୁ ହିଁ ନିର୍ବାଚନୀ ମହାପର୍ବରେ ସାମିଲ ହୋଇଥିବା ଭୋଟରଙ୍କ ମଧ୍ୟରେ ମତଦାନକୁ ନେଇ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା। ରାଷ୍ଟ୍ରପତି ଭବନ କମ୍ପ୍ଲେକ୍ସରେ ଥିବା ଏକ ମତଦାନ କେନ୍ଦ୍ରରେ ଭୋଟ୍ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Advertisment

ସରିଲା ଦିଲ୍ଲୀ ଭୋଟ୍.. ଇଭିଏମରେ ସିଲ୍ ହେଲା ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ପାଇଁ ଆଜି ପଡ଼ିଛି ଭୋଟ୍। ସକାଳୁ ସକାଳୁ ହିଁ ନିର୍ବାଚନୀ ମହାପର୍ବରେ ସାମିଲ ହୋଇଥିବା ଭୋଟରଙ୍କ ମଧ୍ୟରେ ମତଦାନକୁ ନେଇ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା। ରାଷ୍ଟ୍ରପତି ଭବନ କମ୍ପ୍ଲେକ୍ସରେ ଥିବା ଏକ ମତଦାନ କେନ୍ଦ୍ରରେ ଭୋଟ୍ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିଭଳି ଉପରାଷ୍ଟ୍ରପତି ଜଗଦପୀ ଧନଖଡ୍, ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସକ୍ସେନା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର, ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ସଂଜୀବ ଖାନ୍ନା, ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ୍ ଏବଂ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ନିଜ ବୁଥ୍ ରେ ପହଞ୍ଚି ଭୋଟ୍ ଦେଇଥିଲେ।

Advertisment
BJP Congress AAP Delhi Elections
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ