Padmapur Bypoll
ଭୋଟ୍ବେଳରେ ଧାରଣା ଟେନସନ୍ । ଗୋଟେପଟେ ଚାଷୀ ତ ଅନ୍ୟପଟେ କ୍ରିୟାନୁଷ୍ଠାନ କମିଟି । ଚାଷୀଙ୍କ ଦାବି ପଦ୍ମପୁରକୁ ସ୍ୱତନ୍ତ୍ର ପ୍ୟାକେଜ୍ । ବୁଦ୍ଧିଜୀବୀଙ୍କ ଡିମାଣ୍ଡ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା । ପଦ୍ମପୁର ଉପନିର୍ବାଚନର ଘଡ଼ିସନ୍ଧି ମୁହୂର୍ତ୍ତରେ ରାଜନୈତିକ ଦଳଙ୍କ ତଣ୍ଟିରେ କଣ୍ଟା ସାଜିଛି ଚାଷୀ ଆନ୍ଦୋଳନ ଓ ଜିଲ୍ଲା ମାନ୍ୟତା ଦାବି । ଦୁଇଟି ଯାକ ନ୍ୟାର୍ଯ୍ୟ ଦାବିକୁ ନେଇ ଛାନିଆ ରାଜନୈତିକ ଦଳ । ଆଶଙ୍କା-ଆନ୍ଦୋଳନ ପ୍ରଶମିତ ନହେଲେ ଓଲଟ ପାଲଟ ହୋଇଯିବ କି ଫଳାଫଳ ? ଅନ୍ୟ ଦଳ ଆଡ଼କୁ ଆଉଜି ଯିବନି ତ ଜନମତ ?
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)