ପୋଲିସ-ପବ୍ଲିକ ଠେଲାପେଲା, ଭୋଟର-ପୋଲିଂ ଅଧିକାରୀ ହାତାହାତି। ଆଉ ଦଳ-ଦଳ ଏବଂ ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ ପିଟାପିଟି। ବିଶୃଙ୍ଖଳା, ଏକାଧିକ ଗଣ୍ଡଗୋଳ ଓ ବହୁ ଉତ୍ତେଜନା ଭିତରେ ସରିଛି ଧାମନଗର ଉପନିର୍ବାଚନ। ବହୁ ଚର୍ଚ୍ଚିତ ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିଲା ମତଦାନ। ତେବେ ଶାନ୍ତିପୂର୍ଣ୍ଣ ମତଦାନର କିଛି ସମୟ ପରେ ବିଭିନ୍ନ ସ୍ଥାନରୁ ଆସିଥିଲା ଗଣ୍ଡଗୋଳ ଓ ଉତ୍ତେଜନାର ଚିତ୍ର।
Published: Satyendu Shekher Mishra
Last updated: 03 November 2022, 10:48 PM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।