Dhamnagar ByPoll
Advertisment
ରାତି ପାହିଲେ ଧାମନଗର ଉପନିର୍ବାଚନ ଭୋଟ । କାଲି ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ହେବ ମତଦାନ । ସେଥିପାଇଁ ଚୂଡ଼ାନ୍ତ ହୋଇଛି ପ୍ରସ୍ତୁତି । ପୋଲିଂ ପାର୍ଟିଂ ବୁଥ୍ରେ ପହଞ୍ଚି ମତଦାନର ରିହର୍ସସଲ୍ କରିଛନ୍ତି । ମୁକ୍ତ ଓ ଅବାଧ ଭୋଟ୍ ଗ୍ରହଣ ପାଇଁ ନିର୍ବାଚନ କମିଶନ୍ଙ୍କ ପକ୍ଷରୁ ମଧ୍ୟ ସମସ୍ତ ତୟାରି କରାଯାଇଛି । ସମ୍ବେଦନଶୀଳ ଚିହ୍ନଟ ୧୧୦ଟି ବୁଥ୍ ଉପରେ କଡ଼ା ନଜର ରଖାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us