Farmer Protest
ବିଚ୍ରାସ୍ତାରେ ଗଦା ହୋଇଛି ଧାନବସ୍ତା, ରଖା ହୋଇଛି ଧାନତଳି। ଆଉ ଚାଷୀ ପାଳୁଛନ୍ତି ସାଧାରଣତନ୍ତ୍ର ଦିବସ। ମଣ୍ଡିରୁ ଧାନ ନଉଠିବାକୁ ନେଇ ଏମିତି ଅଭିନବ ପ୍ରତିବାଦ କରିଛନ୍ତି ଗଞ୍ଜାମ ବେଗୁନିଆପଡ଼ା ବ୍ଲକ୍ ବୁରୁଝରୀ ଅଞ୍ଚଳର ଚାଷୀ ଟୋକନ ପାଇ ମଣ୍ଡିରେ ଧାନ ରଖି ବସିଛନ୍ତି, କିନ୍ତୁ ମିଲରଙ୍କ ଦେଖାନାହିଁ ଆଉ ଯେଉଁ କାଁ ଭାଁ ମିଲର ଆସୁଛନ୍ତି, ଧାନ ଖରାପ ଥିବା ଆଳ ଦେଖାଇ କଟନୀ ଛଟନୀ ଦାବି କରୁଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)