Advertisment

ଅଡୁଆରେ ଫାଇଭ୍-ଟି ସଚିବ ଭି.କେ. ପାଣ୍ଡିଆନ୍

ଫାଇଭ୍ ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ। ଆଇଏଏସ୍ କ୍ୟାଡର ନିୟମର କରୁଛନ୍ତି ଖୋଲାଖୋଲି ଉଲ୍ଲଂଘନ। ବାରମ୍ବାର ଆଇନ ଉଲ୍ଲ୍ଂଘନ ନେଇ ଡିଓପିଟିରେ କଂପ୍ଳେନ୍। ମୁଖ୍ୟ ସଚିବଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ତ୍ରାଳୟର ନିର୍ଦ୍ଦେଶ।

Advertisment

ଅଡୁଆରେ ଫାଇଭ୍-ଟି ସଚିବ ଭି.କେ. ପାଣ୍ଡିଆନ୍। ତାଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ
ବା DoPTର ଚିଠି। ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପାଣ୍ଡିଆନଙ୍କ ବିରୋଧରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂଙ୍କ
ପାଖକୁ ଚିଠି ଲେଖି ଅଭିଯୋଗ କରିଥିଲେ। ସେଇ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ପୂର୍ବତନ ମୁଖ୍ୟଶାସନ ସଚିବ ତଥା କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ମଧ୍ୟ DoPT ପାଖରେ ଫାଇଭ୍-ଟି ସଚିବଙ୍କ ନାଁରେ ଫେରାଦ ହୋଇଛନ୍ତି।

Advertisment
Odisha Chief Secretary
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ