Advertisment

ବିଜେଡିରେ ତେଜୁଛି ଗୋଷ୍ଠୀ ବିବାଦ

ସାଧାରଣ ନିର୍ବାଚନରେ ବିଜେଡି ପରାଜୟ ପରେ ଦଳରେ ତୀବ୍ର ହେଉଛି ଗୋଷ୍ଠୀ କନ୍ଦଳ। ଆଗରୁ ଭିତରେ ଭିତରେ ହେଉଥିଲା ଏବେ ଖୋଲାଖୋଲି। ରାଜ୍ୟର ଦୁଇ ପ୍ରମୁଖ ମହାନଗର ନିଗମ କମିଟି ନିର୍ବାଚନରେ ସାମ୍ନାକୁ ଆସିଛି ଦଳ ଭିତରେ ବିବାଦ।

author-image
Sujit kumar Swain

ସାଧାରଣ ନିର୍ବାଚନରେ ବିଜେଡି ପରାଜୟ ପରେ ଦଳରେ ତୀବ୍ର ହେଉଛି ଗୋଷ୍ଠୀ କନ୍ଦଳ। ଆଗରୁ ଭିତରେ ଭିତରେ ହେଉଥିଲା ଏବେ ଖୋଲାଖୋଲି। ରାଜ୍ୟର ଦୁଇ ପ୍ରମୁଖ ମହାନଗର ନିଗମ କମିଟି ନିର୍ବାଚନରେ ସାମ୍ନାକୁ ଆସିଛି ଦଳ ଭିତରେ ବିବାଦ।

Advertisment
Standing Committee BJD BMC CMC
Advertisment
Advertisment