Advertisment

ମୁଖ୍ୟମନ୍ତ୍ରୀଙ୍କ କାର୍ ଆସିବା ମାତ୍ରେ ରାସ୍ତାକୁ ଓହ୍ଲାଇ କରିଚାଲିଲେ ଅଣ୍ଡା ବର୍ଷା

ସାଇରନ୍ ବଜାଇ ମାଡ଼ି ଆସୁଥିଲା ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍। ହାତରେ ଅଣ୍ଡା ଧରି ଛକି ରହିଥିଲେ କିଛି ଯୁବକ। ଆଉ ମୁଖ୍ୟମନ୍ତ୍ରୀଙ୍କ କାର୍ ଆସିବା ମାତ୍ରେ ରାସ୍ତାକୁ ଓହ୍ଲାଇ କରିଚାଲିଲେ ଅଣ୍ଡା ବର୍ଷା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବେଳେ ବଡ଼ ଡାକ୍ତରଖାନା ଛକ ନିକଟରେ ବିରୋଧୀଙ୍କ ଏଭଳି ଅଣ୍ଡାମାଡ଼ର ସାମ୍ନା କରିଛନ୍ତି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

author-image
Chandan Shishu

Bhubaneswar Odisha Puri
Advertisment
Advertisment