By: Satyendu Shekher Mishra
Last updated: 18 December 2021, 09:23 PM IST
ସରପଂଚ ଅଛନ୍ତି, କିନ୍ତୁ ଭିକ ମାଗୁଛନ୍ତି । ସରକାରଙ୍କ ମାଳ ମାଳ ଯୋଜନାକୁ ଖୋଦ୍ ସରପଂଚ ପାଉନାହାନ୍ତି । ଯାହାକୁ ନେଇ ଉଠିଛି ପ୍ରଶ୍ନ ।