• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

ଗତରାତିରେ ଗୋପାଳକୁ ଧରି ଗୁଜରାଟରୁ ଝାରସୁଗୁଡ଼ାକୁ ଫେରିଥିଲା କ୍ରାଇମବ୍ରାଞ୍ଚ ଟିମ୍ । ଏହାପରେ ଆଜି ତୃତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ସରିବା ପରେ ୧୬୪ ବୟାନ ରେକର୍ଡ କରିବା ସହ ଝାରସୁଗୁଡ଼ା ସବ୍-ଜେଲକୁ ପଠାଇ ଦିଆଯାଇଥିଲା । ହେଲେ ଜେଲ୍ ଭିତରେ ଗୋପାଳର ସୁରକ୍ଷାକୁ ନେଇ ଚିନ୍ତିତ ଜେଲ ବିଭାଗ । ତେଣୁ ଝାରସୁଗୁଡାରୁ ଚୌଦ୍ୱାର ଜେଲକୁ ପଠାଇବାକୁ ଝାରସୁଗୁଡା ଜେଲ ଅଧୀକ୍ଷକଙ୍କ ଜରିଆରେ କୋର୍ଟକୁ ଅବଗତ କରିଛି ଜେଲ୍ ବିଭାଗ । ପୂର୍ବରୁ ଝାରସୁଗୁଡା ଜେଲ ପକ୍ଷରୁ ଜେଲ ବିଭାଗକୁ ଚିଠି ବି ଲେଖାଯାଇଛି ।

Naba Das - Gopal Das