Advertisment

ବବିଙ୍କୁ ନବୀନଙ୍କ ଡବଲ ଝଟକା

ସଂଗଠନ ସମ୍ଭାଳିବାକୁ ନବୀନ ଦେଲେନି ଦାୟିତ୍ୱ ! ବିଜେଡି ସଂଗଠନ ସମ୍ପାଦକ ପଦରୁ ହଟିବା ପରେ ବବିଙ୍କୁ ନବୀନଙ୍କ ଡବଲ ଝଟକା l ବବିଙ୍କ ଉପରେ ନବୀନଙ୍କ ଭରସା ଅଛି ହେଲେ ଆଉ ଆଗପରି ନାହିଁ ବିଶ୍ୱାସ l

Advertisment

ଯାଜପୁର ପାଇଁ ବବି ଅଲୋଡ଼ା ! ସଂଗଠନ ସମ୍ଭାଳିବାକୁ ନବୀନ ଦେଲେନି ଦାୟିତ୍ୱ ! ବିଜେଡି ସଂଗଠନ ସମ୍ପାଦକ ପଦରୁ ହଟିବା ପରେ ବବିଙ୍କୁ ନବୀନଙ୍କ ଡବଲ ଝଟକା l ବବିଙ୍କ ଉପରେ ନବୀନଙ୍କ ଭରସା ଅଛି ହେଲେ ଆଉ ଆଗପରି ନାହିଁ ବିଶ୍ୱାସ l ୨୭ଟି ନିର୍ବାଚନ ମଣ୍ଡଳୀ, ଆଉ ୯ଜଣ ନେତାଙ୍କୁ ଦାୟିତ୍ୱ l ଚିଠିର ଷଷ୍ଠ ସ୍ଥାନରେ ଅଛନ୍ତି ପ୍ରଣବ ପ୍ରକାଶ ଦାସ ଓରଫ ବବି l ବବିଙ୍କୁ ବଡ଼ଚଣା, ରାଇରଙ୍ଗପୁର, ବଡ଼ସାହି, ଉଦଳା, ଏବଂ ଛେଣ୍ଡିପଡ଼ା ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ମିଳିଛି l 

Advertisment
Naveen Patnaik BJD Jajpur Bobby Das
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ