Advertisment

‘ମୁଖ୍ୟମନ୍ତ୍ରୀ ଅସୁସ୍ଥ; ତାଙ୍କୁ ଗୃହବନ୍ଦୀ କରାଯାଇଛି, ଏଇ ୪ ବର୍ଷ ହେଲା ଏମିତି ଚାଲିଛି’

ମୁଖ୍ୟମନ୍ତ୍ରୀ ଗୃହବନ୍ଦୀ। ପୁଣି ଏମିତି କହି 5T ସଚିବଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଖୋର୍ଦ୍ଧା ମଳିପଡ଼ାରେ ଜୋନସ୍ତରୀୟ ମିଟିଂରେ 5T ସଚିବଙ୍କୁ ସେ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଅସୁସ୍ଥ କହି ତାଙ୍କୁ ଗୃହବନ୍ଦୀ କରି ରଖାଯାଇଥିବା କଥା ସେ କହିଛନ୍ତି । ଏମିତିକି ଏବେ ୪ ବର୍ଷ ହେଲା ଏହା ଚାଲିଛି । ମୁଖ୍ୟମନ୍ତ୍ରୀ କାହିଁକି ବାହାରିବେନି କି କାହିଁକି ଘୋଷଣା କରିବେନି ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରଶ୍ନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବଦଳରେ 5T ସଚିବ ସବୁଆଡ଼େ ଗସ୍ତ କରୁଛନ୍ତି ।

Aparajita Sarangi Bhubaneswar MP
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ