Bhartruhari mahatab
Advertisment
ଦିଲ୍ଲୀ ବିଜେପିରେ ବଡ଼ ମିଶ୍ରଣ ପର୍ବ। ଯାହା ଚର୍ଚ୍ଚା ହେଉଥିଲା ତାହା ସତ ହେଲା। ଆଜି ବିଜେପିରେ ମିଶିଛନ୍ତି ସାଂସଦ ଭର୍ତ୍ତୃହରି ମହତାବ, ଅଭିନେତା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଆଜି ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ତିନି ଜଣ ଯାକ ପଦ୍ମ ଧରିଛନ୍ତି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର ପ୍ରମୁଖ ଉପସ୍ଥିତ ଥିଲେ।...ଏହାପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଛନ୍ତି ୩ ନେତା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us