Odisha Politics
ଆଶଙ୍କା ଓ ଅନିଶ୍ଚିତତା ଭିତରେ ବିଜେଡି । କଣ ହେବ ଦଳର ଭବିଷ୍ୟତ ? କେମିତି ଚାଲିବ ଦଳ ? ସନ୍ନ୍ୟାସ ପରେ ବି କାହିଁକି ପାଣ୍ଡିଆନଙ୍କ ଇସାରାରେ ଚାଲିଛି ବିଜେଡି ? ନେତା ଓ କର୍ମୀଙ୍କ ମନରେ ଏମିତି ହଜାରେ ପ୍ରଶ୍ନ । ଆଉ ଏମିତି ସ୍ଥିତିରେ ଫାଳ ଫାଳ ହେବାରେ ଲାଗିଛି ବିଜେଡି ! ଯାହାର ସଦ୍ୟ ଉଦାହରଣ ହେଲା, ଧର୍ମଶାଳାରେ ବିଜେପିର ମିଶ୍ରଣ ପର୍ବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)