Advertisment

ବର୍ଷ ବର୍ଷ ଧରି ଗାଦି ମାଡ଼ି ବସିଥିଲେ । ବିଜେଡି ଏଜେଣ୍ଟ ସାଜି କାମ କରୁଥିଲେ

ବିଜେଡିର ଦଳୀୟ କାମରେ ମୁଣ୍ଡ ପୁରାଉଥିଲେ, ହେଲେ ଗତ ନିର୍ବାଚନରେ ଧରାପଡ଼ି ନିଲମ୍ବନ ହେଲେ। ପରେ ଅବଶ୍ୟ ତାଙ୍କ ଉପରୁ ନିଲମ୍ବନ ହଟିଥିଲେ ବି କାର୍ଯ୍ୟାନୁଷ୍ଠାନ ଖଣ୍ଡା ଝୁଲି ରହିଛି।

Advertisment

ବର୍ଷ ବର୍ଷ ଧରି ଗାଦି ମାଡ଼ି ବସିଥିଲେ । ବିଜେଡି ଏଜେଣ୍ଟ ସାଜି କାମ କରୁଥିଲେ । ନବୀନ ସରକାରଙ୍କ ହାତବାରିସି ସାଜିଥିଲେ । ଆମେ କହୁଛୁ ସେଇ ଆଇପିଏସ୍ ବାବୁମାନଙ୍କ କଥା, ଯେଉଁମାନେ ରାଜ୍ୟରେ ବଦଳୁନଥିବା ସରକାର ସହ ତାଳ ଦେଇ ପଦୋନ୍ନତି ସତ୍ତ୍ୱେ ପୂର୍ବ ପୋଷ୍ଟରେ ରହି ପାଲଟି ଯାଇଥିଲେ ପାୱାରଫୁଲ୍ ଅଫିସର।

Advertisment

ଏଇ ଯେମିତି ଇସିଆଇଙ୍କ ଛାଟ ବାଜିଥିବା ଅତିରିକ୍ତ ଡିଜି ଡିଏସ କୁଟ୍ଟେ। ଦୀର୍ଘ ୧୪ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ। ବିଜେଡିର ଦଳୀୟ କାମରେ ମୁଣ୍ଡ ପୁରାଉଥିଲେ, ହେଲେ ଗତ ନିର୍ବାଚନରେ ଧରାପଡ଼ି ନିଲମ୍ବନ ହେଲେ। ପରେ ଅବଶ୍ୟ ତାଙ୍କ ଉପରୁ ନିଲମ୍ବନ ହଟିଥିଲେ ବି କାର୍ଯ୍ୟାନୁଷ୍ଠାନ ଖଣ୍ଡା ଝୁଲି ରହିଛି। 

BJD BJP Congress Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ