Advertisment

ନିର୍ବାଚନ ଯେତିକି ଯେତିକି ପାଖଉଛି, ପ୍ରାର୍ଥୀ ଘୋଷଣା ଓ ଟିକେଟ୍ କସରତ୍ ଭିତରେ ସେତିକି ବଢ଼ି ଚାଲିଛି ନେତାଙ୍କ ଦଳ ଡିଆଁ ପର୍ବ

ଟିକେଟକୁ ନେଇ ବଢୁଥିବା ଅନ୍ତର୍କନ୍ଦଳ ଭିତରେ ଶାସକ ଦଳ କିନ୍ତୁ ନିଜ ନେତାଙ୍କ ଅପେକ୍ଷା ଆମଦାନୀ ନେତାଙ୍କୁ ଦେଉଛି ବେଶି ଗୁରୁତ୍ୱ ।

Advertisment

ନିର୍ବାଚନ ଯେତିକି ଯେତିକି ପାଖଉଛି, ପ୍ରାର୍ଥୀ ଘୋଷଣା ଓ ଟିକେଟ୍ କସରତ୍ ଭିତରେ ସେତିକି ବଢ଼ି ଚାଲିଛି ନେତାଙ୍କ ଦଳ ଡିଆଁ ପର୍ବ। କାଲି ବିଜେଡିର ଦୁଇ ବଡ଼ ଚେହେରା ସାଂସଦ ଭର୍ତ୍ତୃହରି ମହତାବ୍ ଓ ଓଲିଉଡ୍ ଷ୍ଟାର ସିଦ୍ଧାନ୍ତ ଶଙ୍ଖ ଛାଡ଼ି ପଦ୍ମ ଧରିଥିଲା ବେଳେ ଆଜି ପଦ୍ମ କ୍ୟାମ୍ପ ଛାଡ଼ିଛନ୍ତି ବିଜେପି ବିଧାୟକ ସୁକାନ୍ତ ନାୟକ ଓ ପ୍ରକାଶ ବେହେରା। ତେବେ ଟିକେଟକୁ ନେଇ ବଢୁଥିବା ଅନ୍ତର୍କନ୍ଦଳ ଭିତରେ ଶାସକ ଦଳ କିନ୍ତୁ ନିଜ ନେତାଙ୍କ ଅପେକ୍ଷା ଆମଦାନୀ ନେତାଙ୍କୁ ଦେଉଛି ବେଶି ଗୁରୁତ୍ୱ । ହେଲେ ଏହାଦ୍ୱାରା ଦଳରେ ବିଦ୍ରୋହ ବଢ଼ିବ ନା ଥମିବ, ତାହାହିଁ ବଡ଼ ପ୍ରଶ୍ନ।

Advertisment
BJD BJP Congress Odisha Politics General Election 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ